ରାଶିଫଳ

ଆଜିର ରାଶିଫଳ ଜାଣନ୍ତୁ / Ajira Rasifala / ମାର୍ଚ୍ଚ 15 ତାରିଖ 2023 (ବୁଧବାର)……..

ଜୟ ଜଗନ୍ନାଥ ଦର୍ଶକ ବନ୍ଧୁ। ଆପଣ ମାନଙ୍କୁ ଓଡ଼ିଆ Fast News ରେ ସ୍ବାଗତ । ଆଶା କରୁଛି ଯେ ଆପଣଙ୍କ ଦିନଟି ସୁଖ ମୟ ହେଉ । ଆପଣଙ୍କ ପରିବାର ସୁଖ ରେ ରୁହନ୍ତୁ। ଏଠାରେ ପ୍ରତ୍ୟେକ ଦିନର ରାଶିଫଳ ଏବଂ ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶିତ କରାଯାଏ ।

ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୩ ମସିହା(ବୁଧବାର), ଆଜିର ରାଶିଫଳ ଜାଣନ୍ତୁ
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଚୈତ୍ରମାସ-କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ୦୬/୨୮ଗତେ ନବମୀ
ନକ୍ଷତ୍ର-ଜ୍ୟେଷ୍ଠା ଦିବା ଘ୦୭/୫୪ ଗତେ ମୂଳା
ଚନ୍ଦ୍ର- ବିଛା ଦିବା ଘ୦୭/୫୪ ଗତେ ଧନୁ
ଯୋଗ- ଅଶ୍ରୁକ୍
କରଣ – ବାଳବ
ସୌରମାସ- ମୀନ ୦୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୧/୪୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୦୯
✧═════•❁❀ ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୬/୨୮ ଗତେ ପୁର୍ବେ ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର କର୍କଟ ରାଶିର ଘାତବାର ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ✧═════•❁❀❁•═══ କାଳବେଳା -ଦିବା ଘ୦୮/୫୫ଗତେ ଘ୧୦/୨୬ ମଧ୍ୟେ ବାରବେଳା – ଦିବା ଘ୧୧/୫୩ଗତେ ଘ୦୧/୨୩ ମଧ୍ୟେ ══•❁❀❁•═ ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୩୩ ମଧ୍ୟେ ଓ ଘ୦୧/୨୩ ଗତେ ଘ୦୧/୫୭ ମଧ୍ୟେ ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୨୩ ଗତେ ଘ୦୫/୫୩ ମଧ୍ୟେ ═✧══•❁❀❁•═════✧
ଅଦ୍ୟ ନଡ଼ିଆ ରାତ୍ରି ଘ୦୬/୨୮ ଗତେ ଲାଉ ଭକ୍ଷଣ ନିଷେଧ
═✧══•❁❀❁•═════✧
✧═════•❁❀❁•═════✧

ଆଜିର ରାଶିଫଳ ଜାଣନ୍ତୁ / Ajira Rasifala / ମାର୍ଚ୍ଚ ମାସ ୧୫ ତାରିଖ ୨୦୨୩ (ବୁଧବାର)……..


🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
✧═════•❁❀❁•═════✧

🌹ବୃଷ🌹👉:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

✧═════•❁❀❁•═════✧
🌹ମିଥୁନ🌹👉:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

✧═════•❁❀❁•═════✧
🌹କର୍କଟ🌹👉:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

✧═════•❁❀❁•═════✧
🌹ସିଂହ🌹👉:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।

✧═════•❁❀❁•═════✧
🌹କନ୍ୟା 🌹👉:-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

✧═════•❁❀❁•═════✧
🌹ତୁଳା🌹👉:-ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ହସ୍ତା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

✧═════•❁❀❁•═════✧
🌹ବିଛା🌹👉:-ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।

✧═════•❁❀❁•═════✧
🌹ଧନୁ🌹👉:-ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।

✧═════•❁❀❁•═════✧
🌹ମକର🌹👉:-ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
✧═════•❁❀❁•═════✧

🌹କୁମ୍ଭ🌹👉:-ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।

✧═════•❁❀❁•═════✧
🌹ମୀନ🌹👉:-ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

ଆଜିର ରାଶିଫଳ ଜାଣନ୍ତୁ / Ajira Rasifala / ମାର୍ଚ୍ଚ ମାସ ୧୫ ତାରିଖ ୨୦୨୩ (ବୁଧବାର)……..

ପର୍ଶୁରାମ ପଞ୍ଜିକା🪓🚩
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ବୁଧବାର
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଚୈତ୍ରମାସ-କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ସଂଧ୍ୟା ୬/୨୬ଗତେ ନବମୀ
ନକ୍ଷତ୍ର- ଜ୍ୟେଷ୍ଠା ଦି୭/୫୩ ଗତେ ମୂଳା
ଚନ୍ଦ୍ର- ବିଛା ଦି୭/୫୩ ଗତେ ଧନୁ
ଯୋଗ- ଅସୃକ
କରଣ – ବାଳବ
ସୌର ଚଳନେ ମୀନ ୦୧ଦିନ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ସୁର୍ୟୋଦୟ-ପ୍ରାତଃ ଘ୦୫/୫୯/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୨/୪୯
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଐଶାନ୍ଯେ ବାୟବ୍ୟେ ସଂଧ୍ୟା ୬/୨୬ ଗତେ ପୂର୍ବେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
କାଳବେଳା – ଦି୮/୫୪ ଗତେ ୧୦/୨୪ ମଧ୍ୟେ ଓ ବାରବେଳା – ଦିବା ଘ୧୧/୫୨ଗତେ ଘ୧/୨୨ମଧ୍ୟେ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଅମୃତ ବେଳା- ଘ୭/୩୨ ମଧ୍ୟେ ,ଦିବା ଘ୧୨/୨୦ ଗତେ ଘ୧/୫୫ ମଧ୍ୟେ ,ରା୬/୩୮ ଗତେ ୯/୩ ମଧ୍ୟେ ,ରା୧/୫୧ ଗତେ ୫/୫୧ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ୪/୨୦ ଗତେ ଘ ୫/୫୧ମଧ୍ୟେ ,ରା୯/୩ ଗତେ ୧୦/୩୯ ମଧ୍ୟେ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଅଦ୍ଯ ନଡ଼ିଆ ରା୬/୨୬ ଗତେ ଲାଉ ଭକ୍ଷଣ ନିଷେଧ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ପ୍ରଥମ ରଜୋଦର୍ଶନେ ଦି ୭/୫୩ ପର୍ଯ୍ୟନ୍ତ ୧୦ମାସ ଗଣ୍ଡଦୋଷ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
᯽⊱▬▬▬❊⊰❀▬▬❀⊱❊▬▬▬⊰᯽

ଆଜିର ରାଶିଫଳ ଜାଣନ୍ତୁ / Ajira Rasifala / ମାର୍ଚ୍ଚ ମାସ ୧୫ ତାରିଖ ୨୦୨୩ (ବୁଧବାର)……..


【ଆଜି ର ରାଶି ଫଳ】
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐏ମେଷ👉 ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଭାବେ ଧନଲାଭ ହୋଇପାରେ। ଲଟେରିର ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଲାଭଜନକ ହେବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐮ବୃଷ👉ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ସୁଖୀ ହେବେ। ବ୍ୟକ୍ତିତ୍ବ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକର୍ମକାରୀ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
👩‍❤️‍👨ମିଥୁନ👉ଦୀର୍ଘ ଦିନର ଆଶା ପୂରଣ ହେବ। ମନୋବଳ ଦୃଢ଼ ରହିବ। ଆସ୍ତିକ ସ୍ବଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦀କର୍କଟ👉ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ବିଶିଷ୍ଟ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦁ସିଂହ👉 ଅଜଣା ବ୍ୟକ୍ତିଙ୍କ ଦ୍ବାରା ଉପକୃତ ହେବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ବୀରତ୍ବର ପରିପ୍ରକାଶ ଘଟାଇ ପାରନ୍ତି। ମାଲି-ମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🙎‍♀️କନ୍ୟା👉ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ ମାର୍ଗରେ ଧନ ଖର୍ଚ୍ଚ କରିପାରନ୍ତି। ସାହସୀ, ଜ୍ଞାନୀ ଓ ଗୁପ୍ତବିଦ୍ୟାଯୁକ୍ତ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
⚖️ତୁଳା👉ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦂ବିଛା👉ଶ୍ରମ ସାର୍ଥକ ହେବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ପରିବାର ପ୍ରତି ସ୍ନେହ, ସଦିଚ୍ଛାଭାବ ରହିବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏹ଧନୁ👉 ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ବିତାଇପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ତାରୁଣ ରୂପରେ ଅଧିକାରୀ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐊ମକର👉କୃତକର୍ମର ଫଳ ଭୋଗ କରିପାରନ୍ତି। ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ପ୍ରତି ପାଦପାତରେ ସତର୍କତା ଲୋଡ଼ା। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏺କୁମ୍ଭ👉ଅଟକି ଥିବା କାର୍ଯ୍ୟରେ ଆଗକୁ ବଢ଼ିବେ। ବନ୍ଧୁ ସହଯୋଗ ପାଇ ଉତ୍‌ଫୁଲ୍ଲିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିୟୋଜିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ଜନୈକ ମହିଳାଙ୍କ ପରାମର୍ଶ ଉପାଦେୟ ହେବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐟ମୀନ👉 ଯେକୌଣସିମତେ କାର୍ଯ୍ୟ ହାସଲ କରିପାରନ୍ତି। ଶତ୍ରୁ ଉପରେ କଡ଼ାନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

dharitri rasifala.

GOURANGA

I AM GOURANGA . IT IS THE OFFICIAL NEWS SITE OF ODIA FAST NEWS .BASICALLY I PUBLISH SOME GOOD NEWS AND NATIONAL AND INTERNATIONAL NEWS THAT HELP EVERYONE TO KNOW ABOUT THE CONDITION AND NEWS.

Recent Posts

Sakalara Khabar // Today Odia News // ସକାଳର ଖବର // Dt-08.01.2024…..

Sakalara Khabar // Today Odia News // ସକାଳର ଖବର // Dt-08.01.2024..... Sakalara Khabar // Today…

12 months ago

AJIRA BREAKING NEWS // LATEST NEWS ODIA // Dt-06.01.2024

AJIRA BREAKING NEWS // LATEST NEWS ODIA // Dt-06.01.2024 AJIRA BREAKING NEWS // LATEST NEWS…

12 months ago

AJIRA MUKHYA KHABAR // ମୁଖ୍ୟ ଖବର // TODAY ODIA NEWS // Dt-03.01.2024

AJIRA MUKHYA KHABAR // ମୁଖ୍ୟ ଖବର // TODAY ODIA NEWS // Dt-03.01.2024 AJIRA MUKHYA KHABAR…

12 months ago

Sakalara Khabar // Ajira Khabar // ସକାଳର ଖବର // Dt-05.12.2023…

Sakalara Khabar // Ajira Khabar // ସକାଳର ଖବର // Dt-05.12.2023... Sakalara Khabar // Ajira Khabar…

1 year ago

Odisha Breaking News // Latest News Odia // ଖବର ଆଜିର // Dt-28.11.2023

Odisha Breaking News // Latest News Odia // ଖବର ଆଜିର // Dt-28.11.2023 Odisha Breaking News…

1 year ago

Today Odia News // Ajira Khabar // ଖବର ଆଜିର // Dt-23.11.2023

Today Odia News // Ajira Khabar // ଖବର ଆଜିର // Dt-23.11.2023 Today Odia News //…

1 year ago