ଜୟ ଜଗନ୍ନାଥ ଦର୍ଶକ ବନ୍ଧୁ। ଆପଣ ମାନଙ୍କୁ ଓଡ଼ିଆ Fast News ରେ ସ୍ବାଗତ । ଆଶା କରୁଛି ଯେ ଆପଣଙ୍କ ଦିନଟି ସୁଖ ମୟ ହେଉ । ଆପଣଙ୍କ ପରିବାର ସୁଖ ରେ ରୁହନ୍ତୁ। ଏଠାରେ ପ୍ରତ୍ୟେକ ଦିନର ରାଶିଫଳ ଏବଂ ପ୍ରତ୍ୟେକ ଦିନର ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶିତ କରାଯାଏ ।
ପର୍ଶୁରାମ ପଞ୍ଜିକା🪓🚩
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
୨୦୨୩ ମସିହା ମାର୍ଚ୍ଚ ମାସ ୨୩ ତାରିଖ ଗୁରୁବାର
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଶକାବ୍ଦ -୧୯୪୪
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଚୈତ୍ରମାସ-କୃଷ୍ଣପକ୍ଷ
ତିଥି-ଦ୍ବିତୀୟା ସଂ୬/୨୮ ଗତେ ତୃତୀୟା
ନକ୍ଷତ୍ର- ରେବତୀ ଦି୨/୫୧ ଗତେ ଅଶ୍ବିନୀ
ଚନ୍ଦ୍ର-ମୀନ ଦି୨/୫୧ ଗତେ ମେଷ
ଯୋଗ-ବ୍ରହ୍ମ
କରଣ -ବାଳବ
ସୌର ଚଳନେ ମୀନ ୯ଦିନ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ସୁର୍ୟୋଦୟ-ପ୍ରାତଃ ଘ୦୫/୫୨/୩୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୫୭
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଯୋଗିନୀ ଉତ୍ତରେ ସଂ୬/୨୮ ଗତେ ଆଗ୍ନୟେ
ମେଷ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଦ୍ବିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
କାଳବେଳା ଓ ବାରବେଳା ଦି୨/୫୬ ଗତେ ୫/୫୬ ମଧ୍ୟେ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଅମୃତ ବେଳା- ରାତ୍ରି ଘ୧/୮ ଗତେ ଘ୩/୩୨ ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ୭/୨୮ ମଧ୍ୟେ , ଘ୧୦/୪୦ ଗତେ ଘ୧/୪ ମଧ୍ୟେ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଅଦ୍ୟ ବୋଇତିକଖାରୁ ସଂ୬/୨୮ ଗତେ ପୋଟଳ ଭକ୍ଷଣ ନିଷେଧ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ସଂ୬/୨୮ମଧ୍ଯେ ୧ ପାଦ ପୁଷ୍କର ଦୋଷ
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
【ଆଜି ର ରାଶି ଫଳ】
🐏ମେଷ👉ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ|
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐮ବୃଷ👉ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
👩❤️👨ମିଥୁନ👉ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦀କର୍କଟ👉ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦁ସିଂହ👉ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🙎♀️କନ୍ୟା👉ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
⚖️ତୁଳା👉ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦂ବିଛା👉ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏹ଧନୁ👉ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐊ମକର👉ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
କୁମ୍ଭ👉ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐟ମୀନ👉ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ମାର୍ଚ୍ଚ ମାସ ୨୩ ତାରିଖ ୨୦୨୩ ମସିହା(ଗୁରୁବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଚୈତ୍ରମାସ-ଶୁକ୍ଳପକ୍ଷ
ତିଥି- ଦ୍ଵିତୀୟା ସନ୍ଧ୍ୟା ଘ୦୬/୨୯ ଗତେ ତୃତୀୟା
ନକ୍ଷତ୍ର-ରେବତୀ ଦିବା ଘ୦୨/୫୧ ଗତେ ଅଶ୍ବିନୀ
ଚନ୍ଦ୍ର- ମୀନ ଦିବା ଘ୦୨/୫୧ ଗତେ ମେଷ
ଯୋଗ- ବ୍ରହ୍ମ
କରଣ – ବାଳବ
ସୌରମାସ- ମୀନ ୦୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୫୩/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୫୯
✧═════•❁❀ ଯୋଗିନୀ ଉତ୍ତରେ ସନ୍ଧ୍ୟା ଘ୦୬/୨୯ ଗତେ ଅଗ୍ନିକୋଣେ ମେଷ ରାଶିର ଘାତଚନ୍ଦ୍ର ତୁଳା ଓ କୁମ୍ଭ ରାଶିର ଘାତବାର ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ✧═════•❁❀❁•═══ କାଳବେଳା ଓ ବାରବେଳା – ଦିବା ଘ୦୨/୫୫ ଗତେ ଘ୦୫/୫୭ ମଧ୍ୟେ ══•❁❀❁•═ ବିଶୁଦ୍ଧ ଅମୃତ ବେଳ। – ରାତ୍ରି ଘ୦୧/୦୬ ଗତେ ଘ୦୩/୩୪ ମଧ୍ୟେ ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୨୯ ମଧ୍ୟେ ଓ ଘ୧୦/୩୯ ଗତେ ଘ୦୧/୦୫ ମଧ୍ୟେ ═✧══•❁❀❁•═════✧
ଅଦ୍ୟ ବୋଇତି କଖରୁ ସନ୍ଧ୍ୟା ଘ୦୬/୨୯ ଗତେ ପୋଟଳ ଭକ୍ଷଣ ନିଷେଧ
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।
✧═════•❁❀❁•═════✧
🌹ବୃଷ🌹👉ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।
✧═════•❁❀❁•═════✧
🌹ମିଥୁନ🌹👉ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
✧═════•❁❀❁•═════✧
🌹କର୍କଟ🌹👉ଆଜି ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସମାଧାନର ଆଶା କରିପାରନ୍ତି।
✧═════•❁❀❁•═════✧
🌹ସିଂହ🌹👉ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।
✧═════•❁❀❁•═════✧
🌹କନ୍ୟା🌹👉ଆଜି ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ। ତଥାପି ଖଳକଥାରେ ପ୍ରଭାବିତ ହୋଇ ଚିତ୍ରା ନକ୍ଷତ୍ର ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।
✧═════•❁❀❁•═════✧
🌹ତୁଳା🌹👉ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
✧═════•❁❀❁•═════✧
🌹ବିଛା🌹👉ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।
✧═════•❁❀❁•═════✧
🌹ଧନୁ🌹👉କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍କ୍ତ ହୋଇପାରନ୍ତି। ଦିନର ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।
✧═════•❁❀❁•═════✧
🌹ମକର🌹👉ଆଜି କୌଣସି କାମରେ ସାହାଯ୍ୟ କରିବାକୁ ମନ ବଳିବ।କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
✧═════•❁❀❁•═════✧
🌹କୁମ୍ଭ🌹👉ଆଜି ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ। ତଥାପି କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।
✧═════•❁❀❁•═════✧
🌹ମୀନ🌹👉ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।
✧═════•❁❀❁•═════✧
Sakalara Khabar // Today Odia News // ସକାଳର ଖବର // Dt-08.01.2024..... Sakalara Khabar // Today…
AJIRA BREAKING NEWS // LATEST NEWS ODIA // Dt-06.01.2024 AJIRA BREAKING NEWS // LATEST NEWS…
AJIRA MUKHYA KHABAR // ମୁଖ୍ୟ ଖବର // TODAY ODIA NEWS // Dt-03.01.2024 AJIRA MUKHYA KHABAR…
Sakalara Khabar // Ajira Khabar // ସକାଳର ଖବର // Dt-05.12.2023... Sakalara Khabar // Ajira Khabar…
Odisha Breaking News // Latest News Odia // ଖବର ଆଜିର // Dt-28.11.2023 Odisha Breaking News…
Today Odia News // Ajira Khabar // ଖବର ଆଜିର // Dt-23.11.2023 Today Odia News //…